ରାଜ୍ୟରେ କରୋନାରେ ଆଉ ୧୬ ଆଖି ବୁଜିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 19, 2020

ରାଜ୍ୟରେ କରୋନାରେ ଆଉ ୧୬ ଆଖି ବୁଜିଲେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮ ରେ ପହଞ୍ଚି ଯାଇଛି।

ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି କଳାହାଣ୍ଡିରୁ ୩, ଭୁବନେଶ୍ୱର ଓ ନୂଆପଡାରୁ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ଝାରସୁଗୁଡା, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ, ଭଦ୍ରକରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

 

The post ରାଜ୍ୟରେ କରୋନାରେ ଆଉ ୧୬ ଆଖି ବୁଜିଲେ appeared first on Odisha Reporter.



from Odisha Reporter https://ift.tt/2HlGP2S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages