ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 5, 2020

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚି ଯାଇଛି।

ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩, କଟକରୁ ୨ ଆକ୍ରାନ୍ତ ଆଖି ବୁଜିଛନ୍ତି।  ଏହାବ୍ୟତୀତ ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀରୁ ଜଣେ ଲେଖାଏଁ  ଓ ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧରୁ ଜଣେ ଲେଖାଏଁ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2GwMZ0f

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages