୧୭ରେ ମା’ ବିରଜାଙ୍କ ରଥଯାତ୍ରା, ଜାରି ହେବ ୧୪୪ ଧାରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 12, 2020

୧୭ରେ ମା’ ବିରଜାଙ୍କ ରଥଯାତ୍ରା, ଜାରି ହେବ ୧୪୪ ଧାରା

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବ ରଥଯାତ୍ରା । ତେବେ ସାଧାରଣ ଲୋକଙ୍କ ଗହଳି ଏଡ଼ାଇବାକୁ ଜାରି ହେବ ୧୪୪ ଧାରା ।

 ରଥଯାତ୍ରା ପୂର୍ବରୁ ବିରଜାଙ୍କ ସମସ୍ତ ସେବାୟତମାନଙ୍କର କୋଭିଡ଼ ଟେଷ୍ଟ କରାଯିବ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ରଥଯାତ୍ରା ଆୟୋଜନ ନେଇ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଏହାପରେ ଜିଲ୍ଲା ପ୍ରଶାସନ ରଥଯାତ୍ରା ନୀତିନିର୍ଘଣ୍ଟ କରିଛି । କୋଭିଡ୍ କଟକଣା ଯୋଗୁଁ ବିରଜାଙ୍କ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ସସ୍ପେନ୍ସ ଲାଗି ରହିଥିଲା।

The post ୧୭ରେ ମା’ ବିରଜାଙ୍କ ରଥଯାତ୍ରା, ଜାରି ହେବ ୧୪୪ ଧାରା appeared first on Odisha Reporter.



from Odisha Reporter https://ift.tt/36YDYrv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages