ସହକାରୀ ନିର୍ବାହ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 19, 2020

ସହକାରୀ ନିର୍ବାହ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଭୁବନେଶ୍ୱର ଜିପିଏଚ୍ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘର ସହ ୬ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି।

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି। ରାଜଧାନୀର ନୂଆପଲ୍ଲୀ, ନୂଆଗାଁ, ବାଲିଅନ୍ତା, ନହରକଣ୍ଟା, ୟୁନିଟ୍-୩ ଅଫିସ୍ ଚାମ୍ବର ସହ କୁରୁଣ୍ଟି ସ୍ଥିତ ସମ୍ପର୍କୀୟ ଘରେ ମଧ୍ୟ ରେଡ୍ ହୋଇଛି।

ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା ତାଙ୍କ ପୈତୃକ ଘରେ ମଧ୍ୟ ଚାଲିଛି ଭିଜିଲାନ୍ସ ରେଡ୍। ଏନେଇ ଭୁବନେଶ୍ୱରସ୍ଥିତ ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରୁ ସର୍ଚ୍ଚ ୱାରେଣ୍ଟ ଜାରି କରାଯାଇଥିବା ସୂଚନା ମିଳିଛି।

The post ସହକାରୀ ନିର୍ବାହ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ appeared first on Odisha Reporter.



from Odisha Reporter https://ift.tt/3dI4aIv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages