ଆଜି ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 14, 2020

ଆଜି ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ କଟକ, ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହେବ।  ଗୋଟିଏ ଦୁଇଟି ସ୍ଥାନରେ ୨ରୁ ୩ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ମଧ୍ୟ ସମ୍ଭାବନା ରହିଛି।

ବର୍ଷା ଯୋଗୁଁ ରାସ୍ତାଘାଟ ଭଲ ଦିଶିବନି, ଟ୍ରାଫିକ ଜାମ୍ ହେବାର ସମ୍ଭାବନା  ରହିଛି। ତେଣୁ ଯଥା ସମ୍ଭବ ଘରୁ ନ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

The post ଆଜି ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/374RiL6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages