ମାଲକାନଗିରିରେ ଆରମ୍ଭ ହେଲା ସେରୋ ସର୍ଭେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 6, 2020

ମାଲକାନଗିରିରେ ଆରମ୍ଭ ହେଲା ସେରୋ ସର୍ଭେ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ଆଜିଠୁ ଆରମ୍ଭ ହେଲା ସେରୋ ସର୍ଭେ । RMRCର ଏକ ଟିମ୍‌ ମାଲକାନଗିରିରେ ସେରୋ ସର୍ଭେ ଆରମ୍ଭ କରିଛନ୍ତି । ଆସନ୍ତା ତିନିଦିନ ଯାଏ  ଏହି ସେରୋ ସର୍ଭେ କରାଯିବ।

ଜିଲ୍ଲାରେ କେତେ ପ୍ରତିଶତ ଲୋକଙ୍କର କରୋନାକୁ ନେଇ ରୋଗ ପ୍ରତିରୋଧକ ଶକ୍ତି ବଢିଛି ଅର୍ଥାତ କେତେ ଲୋକଙ୍କ ଆଣ୍ଟିବଡି ଡେଭଲପ ହୋଇଛି ତାହା ଚେକ୍ କରାଯିବ । ଏଥିପାଇଁ  ଏକ ତାଲିକା ପ୍ରସ୍ତୁତ ହୋଇଛି ।

ଏହି ସର୍ଭେ ବର୍ତ୍ତମାନ କେବଳ ମାଲକାନଗିରିର ସଦର ମହକୁମାରେ କରାଯିବ,  ପରେ ଗ୍ରାମାଞ୍ଚଳରେ କରାଯିବ । ପ୍ରଥମ ପର୍ଯ୍ୟାୟରେ ୧୫ଶହ ଲୋକଙ୍କ ଉପରେ ଏହି ଟେଷ୍ଟ କରାଯିବ । ଏଥିପାଇଁ ୫ ଟିମ୍‌ ଗଠନ କରାଯାଇଛି । ପ୍ରତ୍ୟେକ ଦିନ ୫ଶହ ରକ୍ତ ନମୁନା ସଂଗ୍ରହ କରାଯିବ ବୋଲି  ସୂଚନା ଦେଇଛନ୍ତି ଜିଲ୍ଲାପାଳ।

The post ମାଲକାନଗିରିରେ ଆରମ୍ଭ ହେଲା ସେରୋ ସର୍ଭେ appeared first on Odisha Reporter.



from Odisha Reporter https://ift.tt/3iC7Hc1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages