ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୫୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚି ଯାଇଛି।
Covid-19 Report For 27th October
New Positives Cases 1540
In quarantine: 886
Local contacts: 654(Details of local contacts will be shared by concerned District Administration)
District Wise Cases:
1. Angul: 100
2. Balasore: 92
3. Bargarh: 41
4. Bhadrak: 9
5. Balangir: 67— I & PR Department, Odisha (@IPR_Odisha) October 28, 2020
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୬୫୪ଟି ହେଉଛି ଲୋକାଲ୍ କେସ୍।
ସେହିପରି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୮ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୧୧୧ ଓ ଅନୁଗୋଳରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି। କଟକରେ ୯୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
22. Mayurbhanj: 91
23. Nawarangpur: 43
24. Nayagarh: 33
25. Nuapada: 51
26. Puri: 49
27. Rayagada: 10
28. Sambalpur: 32
29. Sonepur: 29
30. Sundargarh: 111
31. State Pool: 36New Recoveries: 2010
Cumulative Tested: 4422164
Positive: 285482
Recovered: 268115
Active cases: 16030— I & PR Department, Odisha (@IPR_Odisha) October 28, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚିଥିବା ବେଳେ ୨,୬୮,୧୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧୬,୦୩୦ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୮୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।
The post ରାଜ୍ୟରେ ୧୫୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.
from Odisha Reporter https://ift.tt/37M9Ks9
No comments:
Post a Comment