ବିଜେଡି ନାଁରେ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 21, 2020

ବିଜେଡି ନାଁରେ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ତିର୍ତ୍ତୋଲରେ ବିଜେଡି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଥିବା ଅଭିଯୋଗ ହୋଇଛି। ଏ ନେଇ କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ ଜଣାଇଛନ୍ତି ।

ଗୋପାଳପୁର ପଞ୍ଚାୟତ କିର୍ତ୍ତନପୁର ଗାଁରେ ଏକ କମ୍ୟୁନିଟି କେନ୍ଦ୍ରକୁ ବିଜେଡି ତାର କାର୍ଯ୍ୟାଳୟ କରିଥିବା କଂଗ୍ରେସ ଅଭିଯୋଗ ଆଣିଛି । ସରକାରୀ କାର୍ଯ୍ୟାଳୟକୁ ବିଜେଡି ନିଜର ନିର୍ବାଚନ କାର୍ଯ୍ୟାଳୟ କରିବା ସରକାରଙ୍କ ସ୍ଵଚ୍ଛତାକୁ ପଦାରେ ପକାଇଦେଇଥିବା କହିଛି କଂଗ୍ରେସ। ତେଣୁ ମୁଖ୍ୟ ନିର୍ବାଚନ ଅଧିକାରୀ ଏ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ କଂଗ୍ରେସ ଦାବି କରିଛି। ଏ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।

The post ବିଜେଡି ନାଁରେ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ appeared first on Odisha Reporter.



from Odisha Reporter https://ift.tt/2TcpfBn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages