ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 15, 2020

ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ

ପିପିଲି (ଦ୍ୱିତିକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଦାଶ ବିଦ୍ୟାଧରପୁର ପଞ୍ଚାୟତର ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତାଙ୍କ ନା ହରିହର ନନ୍ଦ । ପଞ୍ଚାୟତ ଅଫିସ ଆଗରେ ସେ ବସିଥିବା ବେଳ ତାଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଜଣାପଡ଼ିଛି। ହରିହରଙ୍କ ଅବସ୍ଥା ଗୁରୁତର ଅଛି । ତାଙ୍କୁ ପ୍ରଥମେ ସାକ୍ଷୀଗୋପାଳ ଡାକ୍ତରଖାନା ନିଆଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ସେଠାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ହରିହର ପଞ୍ଚାୟତ ଅଫିସ ଆଗରେ ବସିଥିବା ବେଳ କିଛି ଦୁର୍ବୃତ୍ତ ତାଙ୍କୁ ଖଣ୍ଡ।ରେ ଆକ୍ରମଣ କରିଥିବା ଜଣାପଡ଼ିଛି। ତାଙ୍କର ଦୁଇଟି ଆଙ୍ଗୁଠି କଟିଯାଇଛି। ରାଜନୈତିକ କାରଣରୁ ସରପଞ୍ଚ ହରିହରଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ହରିହର ସ୍ୱାଧୀନ ପ୍ରାର୍ଥୀ ଭାବେ ସରପଞ୍ଚ ନିର୍ବାଚନରେ ବିଜୟୀ ହୋଇଥିଲେ ।

The post ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ appeared first on Odisha Reporter.



from Odisha Reporter https://ift.tt/3lPi6TK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages