କେନାଲକୁ ପଶିଗଲା କାର୍‌; ଚାଲିଗଲା ୩ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 16, 2020

କେନାଲକୁ ପଶିଗଲା କାର୍‌; ଚାଲିଗଲା ୩ ଜୀବନ

କଟକ(ଓଡ଼ିଶା ରିପୋର୍ଟର): କଟକ ତେଲେଙ୍ଗାପେଣ୍ଠ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ଭୋରରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି।  ଭାରସାମ୍ୟ ହରାଇ ଏକ କାର୍ ରାସ୍ତାକଡ଼ କେନାଲକୁ ପଶିଯିବାରୁ ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରିନି।

ଗତକାଲି ରାତି ୩ଟାରେ କଟକ ଆଡୁ ଏକ  କାର୍‌ ଭୁବନେଶ୍ୱର ଆଡ଼କୁ ଦ୍ରୃତ ଗତିରେ ଯାଉଥିଲା। କିଛି ସମୟ ପରେ ଉକ୍ତ ଗାଡ଼ିଟି ତେଲେଙ୍ଗା ପେଣ୍ଠଠାରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଛୋଟ କେନାଲ ଭିତରକୁ ଖସିପଡିଥିଲା । ଗାଡିଟି ପାଣିରେ ବୁଡି ରହିଥିବା ବେଳେ ପୁଲିସ୍‌ ପହଞ୍ଚି ଗାଡିରେ ଥିବା ୩ଜଣଙ୍କୁ ଉଦ୍ଧାର କରି କଟକ ବଡ ମେଡିକାଲରେ ଭର୍ତ୍ତି କରିଥିଲା ହେଲେ ସେଠାରେ ଡାକ୍ତର  ସେମାନଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ୍‌ ଦୁର୍ଘଟଣାଗ୍ରସ୍ତ ଗାଡ଼ିଟିକୁ ଜବତ କରି ତଦନ୍ତ ଜାରି ରଖିଛି

The post କେନାଲକୁ ପଶିଗଲା କାର୍‌; ଚାଲିଗଲା ୩ ଜୀବନ appeared first on Odisha Reporter.



from Odisha Reporter https://ift.tt/3k6fY9z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages