କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 28, 2020

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧାରେ ଜଣେ କାର୍ଯ୍ୟରତ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଖୋର୍ଦ୍ଧା ଷଷ୍ଠ ରିଜର୍ଭ ବାଟାଲିଅନ୍ ନାଲିପଡ଼ା, ଅର୍ଜୁନପୁର କ୍ୟାମ୍ପସ୍ ଭିତରୁ ଏହି ମୃତଦେହ ଉଦ୍ଧାର ହୋଇଛି।

ମୃତଦେହ ମିଳିବା ପରେ ଖୋର୍ଦ୍ଧା ଆଦର୍ଶ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି। ମୃତ କନେଷ୍ଟବଳ ଜଣକ ହେଲେ ସୁବ୍ରତ ରାଉତ। ତାଙ୍କ ଘର କେନ୍ଦ୍ରାପଡ଼ାରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ତେବେ ଏହା ହତ୍ୟା ନା ଆତ୍ମହତ୍ୟା। ଯଦି ହତ୍ୟା ତେବେ କଣ ରହିଛି ମୃତ୍ୟୁ ପଛର କାରଣ, ତାର ଖୋଳତାଡ଼ କରୁଛି ପୁଲିସ।

The post କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର appeared first on Odisha Reporter.



from Odisha Reporter https://ift.tt/31S8O1C

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages