ଆଜି ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 2, 2020

ଆଜି ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଭିଜୁଛି ଓଡ଼ିଶା । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୨ ଦିନ ଧରି ବର୍ଷା ଜାରି ରହିଛି ।

ଆଜି ୧୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ ।

ଏହାର ପ୍ରଭାବ ଆସନ୍ତା ୫ ତାରିଖ ଯାଏ ରହିବ ବୋଲି ପାଣିପାଗ ବିଭାଗ କହିଛି। ଫଳରେ ୫ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି  ।

The post ଆଜି ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/2HK1Wfw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages