୯ ଅକ୍ଟୋବର, ଶୁକ୍ରବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 8, 2020

୯ ଅକ୍ଟୋବର, ଶୁକ୍ରବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ:  ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ମନ ଖୁସି ରଖିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି। ନୂତନ ବସ୍ତ୍ର କିଣି ପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ଆର୍ଥିକ ସ୍ଥିତି ଭଲ ରହିବ।

ବିଚ୍ଛା: ପିଲାଙ୍କ ଭବିଷ୍ୟକୁ ନେଇ ଚିନ୍ତିତ ରହିବେ।  ପରିଶ୍ରମ ଅନୁସାରେ ସଫଳତା ପାଇବେ। ଋଣ ଦିଅନ୍ତୁ ନାହିଁ।

ଧନୁ:  ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧଙ୍କୁ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

କୁମ୍ଭ: ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି।

ମୀନ:  ପରିବାରରେ ହସଖୁସିର ପରିବେଶ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

The post ୯ ଅକ୍ଟୋବର, ଶୁକ୍ରବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ appeared first on Odisha Reporter.



from Odisha Reporter https://ift.tt/2Gyf6wa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages