ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 28, 2020

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୩ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚି ଯାଇଛି।

ଖୋର୍ଦ୍ଧା,ନୂଆପଡା,ଅନୁଗୁଳ,କଟକ ଓ ନୂଆପଡାରୁ ଦୁଇ ଜଣ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି ଜଗତସିଂହପୁର,କେନ୍ଦୁଝର ଓସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

 

The post ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3jCDwBW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages