୬ ଜିଲ୍ଲାବାସୀଙ୍କୁ ବଜ୍ରପାତ ସହ ବର୍ଷା ଆଲର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 14, 2020

୬ ଜିଲ୍ଲାବାସୀଙ୍କୁ ବଜ୍ରପାତ ସହ ବର୍ଷା ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କିଛି ଦିନ ହେବ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି  ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

ରାଜ୍ୟର ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ତେଣୁ ସକାଳ ୮ଟା ୩୦ ଯାଏଁ  ସତର୍କ ରହିବାକୁ ସୂଚନା ଦିଆଯାଇଛି।

The post ୬ ଜିଲ୍ଲାବାସୀଙ୍କୁ ବଜ୍ରପାତ ସହ ବର୍ଷା ଆଲର୍ଟ appeared first on Odisha Reporter.



from Odisha Reporter https://ift.tt/33WO1LK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages