ପୁଣି ଖସିଲା କରୋନା ଗ୍ରାଫ୍‌; ରାଜ୍ୟରେ ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 25, 2020

ପୁଣି ଖସିଲା କରୋନା ଗ୍ରାଫ୍‌; ରାଜ୍ୟରେ ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ୧୪୮୦ ଜଣ  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୮୫୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୬୨୨ଟି  ହେଉଛି ଲୋକାଲ୍ କେସ୍‌।

 

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୨,୬୯୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨,୬୪,୧୦୨ ସୁସ୍ଥ ହୋଇସାରିଲେଣି।୧୭୧୮୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୨୫୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

The post ପୁଣି ଖସିଲା କରୋନା ଗ୍ରାଫ୍‌; ରାଜ୍ୟରେ ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2HxXlwX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages