ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 19, 2020

ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଅମରାବତୀ: ବନ୍ୟା ପାଇଁ ପ୍ରଭାବିତ ହୋଇଛନ୍ତି ଅନେକ ଲୋକ। କ୍ଷୟକ୍ଷତିର ଆକଳନ କରିବା ସହ ସ୍ଥିତି ବାବଦରେ ଜାଣିବା ପାଇଁ ସୋମବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ  ଓ୍ୱାଇ.ଏସ ଜଗନ ମୋହନ ରେଡ୍ଡୀ ଆକାଶ ମାର୍ଗରୁ ହେଲିକପ୍ଟର ଯୋଗେ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।

ଗତ ସପ୍ତାହରେ ଲଗାଣ ବର୍ଷାରେ ପ୍ରଭାବିତ ହୋଇଛି ଦକ୍ଷିଣ ଭାରତର ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନା। ନନ୍ଦିଗମା, ଅବନିଗଡ୍ଡା, ପେନାମଲରୁ ଏବଂ ଆଉ କିଛି ସ୍ଥାନକୁ ଆକାଶମାର୍ଗରୁ ସର୍ଭେ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ।

ଯେଉଁ ଚାଷୀଙ୍କର ଫସଲ କ୍ଷୟକ୍ଷତି ହୋଇଛି ଚିହ୍ନଟ କରିବାକୁ ଜଗନ ନିର୍ଦ୍ଦେଶ ଦେଇଥିବା ସୂଚନା ରହିଛି। ଏବେ ବିପିଏଲ କାର୍ଡ ଧାରୀଙ୍କୁ ସରକାର ମାଗଣାରେ ଅତ୍ୟାବଶ୍ୟକ ସାମଗ୍ରୀ ମାଗଣାରେ ଯୋଗାଇ ଦେଉଥିବା ସୂଚନା ରହିଛି।

The post ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/35hayT0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages