କୂଅ ଭିତରୁ ମିଳିଲା ମା’ ଓ ପୁଅଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 28, 2020

କୂଅ ଭିତରୁ ମିଳିଲା ମା’ ଓ ପୁଅଙ୍କ ମୃତଦେହ

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): କୂଅ ଭିତରୁ ଉଦ୍ଧାର ହୋଇଛି ମା’ ପୁଅଙ୍କ ମୃତଦେହ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଗୋଡ଼ିପଡ଼ା ଗାଁରେ। ଗୋଡିପଡା ଗାଁର ମନୋଜ ଶ୍ରୀଚନ୍ଦନଙ୍କ ସ୍ତ୍ରୀ ବର୍ଷା ଶ୍ରୀଚନ୍ଦନ ଓ ତାଙ୍କ ୬ ବର୍ଷର ଶିଶୁପୁତ୍ର ସକାଳୁ ନିଖୋଜ ଥିଲେ।

ତେବେ ବୁଧବାର ସନ୍ଧ୍ୟାରେ ଏକ କୂଅ ଭିତରେ ଶିଶୁର ମୃତଦେହ ଭାସୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ଏହାପରେ ଖବର ପାଇ ଜଙ୍କିଆ ଥାନା ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମା’ ପୁଅଙ୍କ ମୃତଦେହ ପାଣି ଭିତରୁ ଉଦ୍ଧାର କରିଥିଲେ।

ତେବେ କିପରି ଓ କେଉଁ ପରିସ୍ଥିତିରେ ଉଭୟଙ୍କର ମୃତ୍ୟୁ ହେଲା, ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ତଦନ୍ତ ହେଲା ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ପୁଲିସ କହିଛି।

The post କୂଅ ଭିତରୁ ମିଳିଲା ମା’ ଓ ପୁଅଙ୍କ ମୃତଦେହ appeared first on Odisha Reporter.



from Odisha Reporter https://ift.tt/35Hv3Zs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages