କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌; ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 14, 2020

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌; ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୮୯ ରେ ପହଞ୍ଚି ଯାଇଛି।

The post କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌; ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/373GQ6B

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages