ଆଜି ମହାଷଷ୍ଠୀ ପୂଜା; ମା’ଙ୍କୁ ସିଧାସଳଖ ଦର୍ଶନ କରିପାରିବେନି ଭକ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 21, 2020

ଆଜି ମହାଷଷ୍ଠୀ ପୂଜା; ମା’ଙ୍କୁ ସିଧାସଳଖ ଦର୍ଶନ କରିପାରିବେନି ଭକ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଜଗତ ଜନନୀ ମା’ ଦୁର୍ଗାଙ୍କ ମହାଷଷ୍ଠୀ ପୂଜା । କୋଭିଡ କଟକଣା ଭିତରେ ରାଜ୍ୟର ବିଭିନ୍ନ ମଣ୍ଡପରେ  ପୂଜା ପାଇବେ ଦୁର୍ଗତିନାଶିନୀ । ବିଧି ଅନୁଯାୟୀ ଷଷ୍ଠୀ ପୂଜା ପରେ ଆଜି ବେଲ ବରଣୀ ଏବଂ ପରେ ଚକ୍ଷୁଦାନ ଆଦି ନୀତିକାନ୍ତି ରହିଛି । ବିଧି ରକ୍ଷା ପାଇଁ ମଣ୍ଡପରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ହୋଇଛି।

ହେଲେ କୋଭିଡ କଟକଣା ପାଇଁ ଭକ୍ତ ଏଥର ମା’ଙ୍କୁ  ସିଧାସଳଖ ଦର୍ଶନ କରିପାରିବେ ନାହିଁ।  ଅଧିକାଂଶ ମଣ୍ଡପର କର୍ମକର୍ତ୍ତା ସ୍ୱର୍ଣ୍ଣ-ଚାନ୍ଦି ଅଳଙ୍କାରରେ ଆଭୂଷଣ ନକରି ତା ସ୍ଥାନରେ ନକଲି ଅଳଙ୍କାର ଓ ରଂଗୀନ ଜରି ମେଢରେ କାମ ଚଳାଇବାକୁ ନିଷ୍ପତ୍ତି ନେଇଛନ୍ତି ।

The post ଆଜି ମହାଷଷ୍ଠୀ ପୂଜା; ମା’ଙ୍କୁ ସିଧାସଳଖ ଦର୍ଶନ କରିପାରିବେନି ଭକ୍ତ appeared first on Odisha Reporter.



from Odisha Reporter https://ift.tt/3ohK7oQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages