ବିଧାନସଭାରେ ହାଥରସ ଝଡ଼; ବର୍ଷିଲେ କଂଗ୍ରେସ ବିଧାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 3, 2020

ବିଧାନସଭାରେ ହାଥରସ ଝଡ଼; ବର୍ଷିଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନରେ ଗୃହରେ ଉଠିଲା ଉତ୍ତରପ୍ରଦେଶ ହାଥରସ ଝଡ଼।  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ମାଡ ମରାଯିବା ଓ ଗିରଫ କରାଯିବା ଘଟଣାକୁ ନେଇ ବର୍ଷିଲେ କଂଗ୍ରେସ ସଦସ୍ୟ।

ପ୍ରଧାନମନ୍ତ୍ରୀ ମୋଦି ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବିରୋଧରେ ବିଧାନସଭାରେ ସ୍ଲୋଗାନ ଦେଇଥିଲେ କଂଗ୍ରେସ ବିଧାୟକ  । ଯୋଗୀ ମୋଦି ହାଏ ହାଏ ବୋଲି ସ୍ଲୋଗାନ ଦେଇଥିଲେ । ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି କରିଥିଲେ ।

ଗଣତନ୍ତ୍ର କେଉଁ ସ୍ତରକୁ ଗଲାଣି ବୋଲି ପ୍ରଶ୍ନ କରି କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଥିଲେ।  ଏହାପରେ ବାଚସ୍ପତି ଗୃହକୁ ଦିନ ୧୦ଟା ୪୦ରୁ ୧୫ ମିନିଟ ପାଇଁ ମୁଲତବୀ କରିଥିଲେ । ଏହାପରେ ପୁଣିଥରେ କଂଗ୍ରେସ ବିଧାୟକ ହୋହଲ୍ଲା କରିବାରୁ ଗୃହକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ବାଚସ୍ପତି ।

The post ବିଧାନସଭାରେ ହାଥରସ ଝଡ଼; ବର୍ଷିଲେ କଂଗ୍ରେସ ବିଧାୟକ appeared first on Odisha Reporter.



from Odisha Reporter https://ift.tt/2Gk7qxa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages