ଘନଉଛି ଲଘୁଚାପ, କାଲିଠାରୁ ୨୧ ଯାଏଁ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 17, 2020

ଘନଉଛି ଲଘୁଚାପ, କାଲିଠାରୁ ୨୧ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତାକାଲିଠାରୁ ୨୧ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳି ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ ସହ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୨୦ ଓ ୨୧ରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

low-pressure-over-bay-of-bengal-these-odisha-districts-to-experience-heavy-rainfall

The post ଘନଉଛି ଲଘୁଚାପ, କାଲିଠାରୁ ୨୧ ଯାଏଁ ବର୍ଷା ସମ୍ଭାବନା appeared first on Odisha Reporter.



from Odisha Reporter https://ift.tt/3dF8Crs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages