ଅନୁଭବଙ୍କ ଛାଡପତ୍ର ମାମଲା ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 15, 2020

ଅନୁଭବଙ୍କ ଛାଡପତ୍ର ମାମଲା ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

କଟକ(ଓଡ଼ିଶା ରିପୋର୍ଟର): ଅଭିନେତ୍ରୀ ପତ୍ନୀ ବର୍ଷା ପ୍ରିୟଦର୍ଶୀନିଙ୍କୁ ଛାଡ଼ପତ୍ର ଦେବା ନିମନ୍ତେ ଅନୁଭବ ମହାନ୍ତି  ପଟିଆଲା ହାଉସ କୋର୍ଟର ଦ୍ୱାରସ୍ଥ ହୋଇଥିବା ବେଳେ ଏବେ ଏହି ମାମଲା ଉପରେ ସ୍ଥଗିତାଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଉଭୟପକ୍ଷ ମଧ୍ୟରେ ସହମତି ଭିତ୍ତିକ ଆଲୋଚନା ପାଇଁ ଉଭୟ ପକ୍ଷର ଓକିଲଙ୍କୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ।

ସୂଚନାଯୋଗ୍ୟ, ପତ୍ନୀଙ୍କୁ  ଛାଡ଼ପତ୍ର  ଦେବା ନିମନ୍ତେ ପଟିଆଲା ହାଉସ କୋର୍ଟରେ ମାମଲା କରିଥିଲେ ଅନୁଭବ। ଅପରପକ୍ଷେ ମାମଲାକୁ କଟକ ଫ୍ୟାମିଲି କୋର୍ଟ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ବର୍ଷା।

The post ଅନୁଭବଙ୍କ ଛାଡପତ୍ର ମାମଲା ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ appeared first on Odisha Reporter.



from Odisha Reporter https://ift.tt/3lPhMo0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages