ଦେଶରେ ୭୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 18, 2020

ଦେଶରେ ୭୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ଗୋଟିଏ ଦିନରେ ୫୫,୭୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମଗ୍ର ଦେଶରେ ଏହି ସଂଖ୍ୟା  ୭୫ ଲକ୍ଷ ଟପିଯାଇଛି। ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩ରେ ପହଞ୍ଚିଛି।

ଦେଶରେ ମୋଟ ଆକ୍ଟିଭ କେସ୍‌ ୭,୭୨,୦୫୫ ଥିବା ବେଳେ ୬୬,୬୩,୬୦୮ ଜଣ ସୁସ୍ଥ ହୋଇ ସାରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।  ଲଗାତର ତୃତୀୟ ଦିନ ପାଇଁ ସୋମବାର ମଧ୍ୟ ଦେଶରେ ଆକ୍ଟିଭ ସଂଖ୍ୟା ୮ ଲକ୍ଷରୁ କମ୍‌ ରହିଛି।

ଗତ ୨୪ ଘଣ୍ଟାରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୯ରେ ପହଞ୍ଚିଥିବା ବେଳେ ମୃତକଙ୍କ ସଂଖ୍ୟା ସମୁଦାୟ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୧୪ ହଜାର ୬୧୦କୁ ବୃଦ୍ଧି ପାଇଛି।

The post ଦେଶରେ ୭୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3o4A3Qg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages