ରାଜ୍ୟରେ ୨ ହଜାର ତଳକୁ ଖସିଲା ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 18, 2020

ରାଜ୍ୟରେ ୨ ହଜାର ତଳକୁ ଖସିଲା ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଦୀର୍ଘ ମାସ କଲବଲ କରିବା ପରେ ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳକୁ ଖସିବାକୁ ଲାଗିଛି। କିଛି ଦିନ ପୂର୍ବେ ୪ ହଜାର ଉପରେ ରହୁଥିବା ଗ୍ରାଫ୍‌ ୩ ହଜାର ତଳକୁ ଓ ପରେ ୨ ହଜାର ତଳକୁ ଖସି ଆସିଛି।

ରାଜ୍ୟରେ ନୂଆ ୧୯୮୨  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୧୫୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୮୨୬ ହେଉଛି ଲୋକାଲ୍ କେସ୍‌। 

The post ରାଜ୍ୟରେ ୨ ହଜାର ତଳକୁ ଖସିଲା ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3kcpYOO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages