ଆଠଗଡ଼(ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଆଠଗଡ଼ ବ୍ଲକ ଘୋଳପୁର ଗାଁରେ ଆଜି ସକାଳେ ବୋମାମାଡ଼ ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତିଙ୍କ ନାଁ ଗୋବିନ୍ଦ ବେହେରା ବୋଲି ଜଣାପଡ଼ିଛି।
ବୋମାମାଡ଼କୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ବାଙ୍କି, ସୁବନପୁର ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ସୂଚନା ମିଳିଛି।
The post ଗାଁରେ ଫୁଟିଲା ବୋମା,ଜଣେ ମୃତ appeared first on Odisha Reporter.
from Odisha Reporter https://ift.tt/37BUC0v
No comments:
Post a Comment