ତଳମୁହାଁ ମହାମାରୀ; ରାଜ୍ୟରେ ୧୪୭୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 30, 2020

ତଳମୁହାଁ ମହାମାରୀ; ରାଜ୍ୟରେ ୧୪୭୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୬୧୭ଟି  ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଚିହ୍ନଟ ହୋଇଥିବାବେଳେ କଟକ ୧୨୬,ସୁନ୍ଦରଗଡରେ ୧୧୨ ଓ ଜଗତସିଂହପୁରରୁ ୭୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୩୮୩୮ ସୁସ୍ଥ ହୋଇସାରିଲେଣି। ୧୪୯୦୫ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୩୨୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

The post ତଳମୁହାଁ ମହାମାରୀ; ରାଜ୍ୟରେ ୧୪୭୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3mAuhnR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages