ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରରୁ ମିଳିଲା ୨ ଲକ୍ଷରୁ ଅଧିକ ଟଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 22, 2020

ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରରୁ ମିଳିଲା ୨ ଲକ୍ଷରୁ ଅଧିକ ଟଙ୍କା

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ। ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରାଜା ଅଲ୍ଲୀଙ୍କ କାର୍ଯ୍ୟାଳୟରୁ ମିଳିଲା ୨ ଲକ୍ଷ ୩୪  ହଜାର ୯ଶହ ଟଙ୍କା । ଏହାକୁ ଭିଜିଲାନ୍ସ ଜବତ କରିବା ସହ ତାଙ୍କ କାର୍ଯ୍ୟାଳୟରେ ତନାଘନା ଚଳାଇଛି।

ଏତେ ଟଙ୍କା କେଉଁଠୁ ଓ କାହାଦ୍ୱାରା ଆସି ତାଙ୍କ ଡ୍ରରେ ପଶିଲା ସେ ସମ୍ପର୍କରେ ଜାଣି ନ ଥିବା କହିଛନ୍ତି ମୁଖ୍ୟ ଯୋଗାଣ ଅଧିକାରୀ । ତେବେ ତଦନ୍ତ ଚାଲିଥିବାରୁ ତାଙ୍କୁ ଅଟକ ରଖାଯାଇଥିବା କହିଛନ୍ତି ଭିଜିଲାନ୍ସ ଏସପି।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଭିଜିଲାନ୍ସ ଅତିରିକ୍ତ ଏସପିଙ୍କ ଉପସ୍ଥିତିରେ ଏହି ଚଢାଉ ଚାଲିଛି ।

The post ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରରୁ ମିଳିଲା ୨ ଲକ୍ଷରୁ ଅଧିକ ଟଙ୍କା appeared first on Odisha Reporter.



from Odisha Reporter https://ift.tt/2TiTo1Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages