ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନାଦିଆଯାଇଛି।
ଲଘୁଚାପ ପ୍ରଭାବ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ରହିବ। ପ୍ରବଳ ବର୍ଷାର ଆଶଙ୍କା ଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରର୍ସି। ବିଶେଷ କରି ଜଳ ନିଷ୍କାସନ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ପ୍ରତି ନଜର ରଖିବାକୁ କୁହାଯାଇଛି। ଲଘୁଚାପ ଯୋଗୁଁ ଆସନ୍ତା ୬ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ …
The post ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/36tKiXN
No comments:
Post a Comment