ଥମୁନି କରୋନା ମୃତ୍ୟୁର ତାଣ୍ଡବ; ରାଜ୍ୟରେ ଆଖି ବୁଜିଲେ ପୁଣି ୧୭ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 16, 2020

ଥମୁନି କରୋନା ମୃତ୍ୟୁର ତାଣ୍ଡବ; ରାଜ୍ୟରେ ଆଖି ବୁଜିଲେ ପୁଣି ୧୭ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୧୨୧ ରେ ପହଞ୍ଚି ଯାଇଛି।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକରୁ ୨ ଜଣ, ଅନୁଗୋଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

The post ଥମୁନି କରୋନା ମୃତ୍ୟୁର ତାଣ୍ଡବ; ରାଜ୍ୟରେ ଆଖି ବୁଜିଲେ ପୁଣି ୧୭ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2IFjZUP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages