ଜଳିଗଲା ପିଚୁ ଫ୍ୟାକ୍ଟ୍ରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 2, 2020

ଜଳିଗଲା ପିଚୁ ଫ୍ୟାକ୍ଟ୍ରି

ସମ୍ବଲପୁର(ଓଡ଼ିଶା ରିପୋର୍ଟର):  ସମ୍ବଲପୁର ଜୟନ୍ତପୁରରେ ଥିବା ପିଚୁ ଫ୍ୟାକ୍ଟ୍ରିରେ  ଗତକାଲି  ବିଳମ୍ବିତ ରାତିରେ  ନିଆଁ  ଲାଗି ଯାଇଥିବା ଜଣାପଡ଼ିଛି । କମ୍ପାନିରେ ଥିବା କିଛି ପାଇପ୍ ଫାଟିଯିବାରୁ ଏହି ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି ।

ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇ ଯାଇଛି । ଘଟଣା ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

The post ଜଳିଗଲା ପିଚୁ ଫ୍ୟାକ୍ଟ୍ରି appeared first on Odisha Reporter.



from Odisha Reporter https://ift.tt/2SjQwRK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages