ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 27, 2020

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ଆଉ ୧୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ଗତକାଲି ସୁଦ୍ଧା ରାଜ୍ୟରେ ୧୨୮୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଭୁବନେଶ୍ୱରରୁ ୨ ଜଣ ଅଛନ୍ତି। ସେହିପରି ଝାରସୁଗୁଡ଼ାରୁ ୨, ସମ୍ୱଲପୁରରୁ ଜଣେ, କଟକରୁ ଜଣେ, ନୂଆପଡ଼ାରୁ ୨, ଗଞ୍ଜାମରୁ ଜଣେ, ସୁନ୍ଦରଗଡ଼ରୁ ଜଣେ, ପୁରୀରୁ ଜଣେ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚିଥିବା ବେଳେ ୨,୬୮,୧୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧୬,୦୩୦ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୮୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

 

The post ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2TtgIdp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages