ଆଜି ବି ତଳମୁହାଁ ଗ୍ରାଫ୍‌, ରାଜ୍ୟରେ ୨୬୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 5, 2020

ଆଜି ବି ତଳମୁହାଁ ଗ୍ରାଫ୍‌, ରାଜ୍ୟରେ ୨୬୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରାୟ ଦେଢ ମାସ ଧରି  ରାଜ୍ୟରେ ପ୍ରତିଦିନ ୩ରୁ ୪ ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଗତକାଲିଠୁ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଯାହାକି ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର। ଗତକାଲି ପରି ଆଜି ବି ରାଜ୍ୟରେ ୩ ହଜାରରୁ କମ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

  ରାଜ୍ୟରେ  ନୂଆ୨୬୩୭  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୫୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୧୧୯ ହେଉଛି ଲୋକାଲ୍ କେସ୍‌।

The post ଆଜି ବି ତଳମୁହାଁ ଗ୍ରାଫ୍‌, ରାଜ୍ୟରେ ୨୬୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/34rsf1Y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages