ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 21, 2020

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୫

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୧୯୬ ରେ ପହଞ୍ଚି ଯାଇଛି।

The post ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୫ appeared first on Odisha Reporter.



from Odisha Reporter https://ift.tt/35jxoJW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages