ଆଜି କରାେନା ନେଲା ୧୪ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 17, 2020

ଆଜି କରାେନା ନେଲା ୧୪ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ଆଜି କରୋନାରେ ୧୪ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି କଟକରୁ ଦୁଇଜଣ, ଜଗତସିଂହପୁରରୁ ଦୁଇଜଣ, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗିର ଓ ସମ୍ବଲପୁରରୁ ଜଣେ ଲେଖାଏ କରୋନାରେ ମୃତ୍ୟୁବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୩୫ରେ ପହଞ୍ଚିଛି।

The post ଆଜି କରାେନା ନେଲା ୧୪ ଜୀବନ appeared first on Odisha Reporter.



from Odisha Reporter https://ift.tt/3lZZZe2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages