ଗୁଣପୁର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତଙ୍କୁ ନିଲମ୍ବନ କରାଯାଇଛି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅନୁଯାୟୀ ତହସିଲଦାରଙ୍କୁ ନିଲମ୍ବନ କରିଛନ୍ତି ସରକାର ।
ଏହି ସମୟରେ ଲକ୍ଷ୍ମୀନାରାୟଣ ଜିଲ୍ଲା ମୁଖ୍ୟାଳୟରେ ରହିବେ। ସେ ରାୟଗଡ଼ା ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।
The post ଗୁଣପୁର ତହସିଲଦାର ନିଲମ୍ବିତ appeared first on Odisha Reporter.
from Odisha Reporter https://ift.tt/2IRuX9O
No comments:
Post a Comment