ରାଜା ଆଚାର୍ଯ୍ୟ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 17, 2020

ରାଜା ଆଚାର୍ଯ୍ୟ ଗିରଫ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଦାଦାବଟି ଜୁଲମ ଅଭିଯୋଗରେ ଅଭିଯୋଗରେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଛି କମିଶନରେଟ ପୁଲିସ୍‌। ରାଜାଙ୍କୁ କମିଶନରେଟ ପୋଲିସର ଆଣ୍ଟି ଏକ୍ସଟର୍ସନ ଉଇଙ୍ଗ୍ ଉଠାଇ ନେଇଥିବା ବେଳେ ଗିରଫ ପରେ କ୍ୟାପିଟାଲ ଥାନାରେ ତାଙ୍କୁ ଜେରା ଚାଲିଥିବା ଜଣାଯାଇଛି।

ରାଜାଙ୍କ ସଂପର୍କରେ ସୂଚନା ଦେଇ  ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ସରକାରୀ ଜମିରେ ଘର ତିଆରି ନେଇ ଦାଦାବଟି ନେଉଥିଲା ରାଜା। ପ୍ରତି ମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲେ।

ଦାଦାବଟି ଆଦାୟ କରୁଥିବା ଅଭିଯୋଗ ଆସିଲେ କାହାରିକୁ ଛଡ଼ାଯିବନି ବୋଲି ଚେତାବନୀ ଦେଇଛନ୍ତି କମିଶନର।

The post ରାଜା ଆଚାର୍ଯ୍ୟ ଗିରଫ appeared first on Odisha Reporter.



from Odisha Reporter https://ift.tt/343dymB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages