ରାଜ୍ୟରେ ଚିହ୍ନଟ ହେଲେ ୧୬୩୩ ନୂଆ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 24, 2020

ରାଜ୍ୟରେ ଚିହ୍ନଟ ହେଲେ ୧୬୩୩ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ୧୬୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୬୭୮ଟି ହେଉଛି ଲୋକାଲ୍ କେସ୍‌।


ଏହି ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାର ୧୫୮ ଜଣ ଥିବା ବେଳେ କଟକର ୧୩୨, ଅନୁଗୋଳର ୧୦୦, ସୁନ୍ଦରଗଡ଼ର ୧୦୬ ଓ କେନ୍ଦ୍ରାପଡ଼ାର ୧୦୫ ଜଣ ଅଛନ୍ତି।


ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨,୬୨,୦୩୧ ସୁସ୍ଥ ହୋଇସାରିଲେଣି। ୧୭,୮୮୬ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୨୨୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛନ୍ତି।

The post ରାଜ୍ୟରେ ଚିହ୍ନଟ ହେଲେ ୧୬୩୩ ନୂଆ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2Tq9I0R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages