ଜଳିଗଲା ବାଲି ବୋଝେଇ ଟ୍ରକ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 18, 2020

ଜଳିଗଲା ବାଲି ବୋଝେଇ ଟ୍ରକ୍

ଭୁବନଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାତିରେ ପାହାଳ ଫାଣ୍ଡି ସାମ୍ନାରେ ଏକ ବାଲି ବୋଝେଇ ଟ୍ରକ୍‌ ଜଳିଯାଇଛି । ଟ୍ରକଟି କଟକରୁ ଭୁବନେଶ୍ୱର ଆସୁଥିବା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା । ଟ୍ରକ୍ ଡ୍ରାଇଭର ସଙ୍ଗେ ସଙ୍ଗେ ଓହ୍ଲାଇ ପଡିଥିଲେ ।

ଦେଖୁ ଦେଖୁ କିଛି ସମୟ ମଧ୍ୟରେ ପୁରା ଟ୍ରକରେ ନିଆଁ ଲାଗି ଯାଇଥିଲ॥ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଜଣାପଡିନାହିଁ ।

The post ଜଳିଗଲା ବାଲି ବୋଝେଇ ଟ୍ରକ୍ appeared first on Odisha Reporter.



from Odisha Reporter https://ift.tt/3489Ms8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages