୧୧ରୁ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 9, 2020

୧୧ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଆଜି ସକାଳ ୧୦ଟା ସୁଦ୍ଧା ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଅବପାତରେ ପରିଣତ ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ ।

କାଳକ୍ରମେ ତୀବ୍ର ଅବପାତରେ ପରିଣତ ହୋଇ ଆସନ୍ତା ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  । ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

The post ୧୧ରୁ ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3iJKSTN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages