ବରମୁଣ୍ଡା ବ୍ରିଜ୍ ତଳୁ ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 25, 2020

ବରମୁଣ୍ଡା ବ୍ରିଜ୍ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରମୁଣ୍ଡା ବ୍ରିଜ ତଳୁ ଅଜଣା ମୃତଦେହ ଉଦ୍ଧାର ହୋଇଛି। କ୍ଷତାକ୍ତ ଅବସ୍ଥାରେ ମୃତଦେହକୁ ଖଣ୍ଡିଗିରି ଥାନା ପୁଲିସ୍ ଜବତ କରିଛି। ଏପର୍ଯ୍ୟନ୍ତ ମୃତକର ପରିଚୟ ମିଳିପାରିନାହିଁ।

ତେବେ ଘଟଣାସ୍ଥଳରୁ ଏକ କଳା ରଙ୍ଗର ହୋଣ୍ଡା ୟୁନିକର୍ଣ୍ଣ ବାଇକକୁ ଜବତ କରିଛି ପୁଲିସ୍। ଗାଡିର ନମ୍ବର OD02Q2965 ରହିଛି। ତେବେ ଏହା ହତ୍ୟା ନା ଦୁର୍ଘଟଣା ସେନେଇ ତଦନ୍ତ କରୁଛି ପୁଲିସ।

The post ବରମୁଣ୍ଡା ବ୍ରିଜ୍ ତଳୁ ମିଳିଲା ମୃତଦେହ appeared first on Odisha Reporter.



from Odisha Reporter https://ift.tt/2ToPuoc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages