ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଲା NIA - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 21, 2020

ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଲା NIA

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ନ୍ୟାସନାଲ ଇନ୍‌ଭେଷ୍ଟିଗେସନ ଏଜେନ୍ସି ଟିମ୍ (NIA) ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଇଛି।  ଜଣକୁ ଉଠାଇ ନେଇ ଅଜ୍ଞାତ ସ୍ଥାନରେ ପଚରାଉଚରା କରୁଛି NIA ଟିମ୍‌। ତେବେ କେଉଁ ଲିଙ୍କରେ ଉକ୍ତ ବ୍ୟକ୍ତିଙ୍କୁ NIA ଉଠାଇ ନେଇଛି  ତାହା ସ୍ପଷ୍ଟ  ଜଣାପଡ଼ି ନ ଥିବା ବେଳେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମଧ୍ୟ ମିଳିନି।

The post ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଲା NIA appeared first on Odisha Reporter.



from Odisha Reporter https://ift.tt/2TdZwII

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages