ଅନୁଗୁଳ(ବିରଜା ପ୍ରସାଦ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ଭିଜିଲାନ୍ସ ରେଡ଼ ହୋଇଛି। ଭିଜିଲାନ୍ସ କଟକ ଡିଭିଜନ ଏସ୍ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି ।
ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ , ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି । ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନି।
The post ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ appeared first on Odisha Reporter.
from Odisha Reporter https://ift.tt/2I1FK12
No comments:
Post a Comment