ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ବାଦ ବିବାଦ ପରେ ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା। UG ଓ PG ବର୍ଗର ଟପ୍ପର ତାଲିକା ପ୍ରକାଶ କଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ।
UGରେ ସୁଶ୍ରୀ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ୍ ହୋଇପାରିଛନ୍ତି। ଅକ୍ଟୋବର ୩୦ରେ UG ଓ PG ରେଜଲ୍ଟ ପ୍ରକାଶ ପାଇଥିଲା। ଟପ୍ପର ତାଲିକା ପ୍ରକାଶ ପାଇ ନଥିବାରୁ ଛାତ୍ର ସଂଗଠନ ଏହାର ଦୃଢ ପ୍ରତିବାଦ କରିଥିଲେ । ଶେଷରେ ବାଧ୍ୟ ହୋଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି।
The post ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା ପ୍ରକାଶିତ ; ସୁଶ୍ରୀ ଶୁଭସ୍ମିତା ବେଷ୍ଟ ଗ୍ରାଜୁଏଟ୍ appeared first on Odisha Reporter.
from Odisha Reporter https://ift.tt/327iFAY
No comments:
Post a Comment