ମୁମ୍ବାଇ: ରିପବ୍ଲିକ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଆଜି ସକାଳୁ ଜୋରଜବରଦସ୍ତ ଉଠାଇ ନେଲା ମୁମ୍ବାଇ ପୁଲିସ୍। ଅର୍ଣ୍ଣବଙ୍କ ମୁମ୍ବାଇସ୍ଥିତ ବାସଭବନରେ ପଶି ପୁଲିସ୍ ତାଙ୍କୁ ଉଠାଇ ନେଇଛି। ଏଥିସହ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ଅର୍ଣ୍ଣବ। ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।
The post ଅର୍ଣ୍ଣବଙ୍କୁ ଉଠାଇ ନେଲା ମୁମ୍ବାଇ ପୁଲିସ୍ appeared first on Odisha Reporter.
from Odisha Reporter https://ift.tt/2GoE0hs
No comments:
Post a Comment