ରାଜଧାନୀରେ ପୁଣି ଛିନତାଇ, ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 19, 2020

ରାଜଧାନୀରେ ପୁଣି ଛିନତାଇ, ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀରେ ପୁଣି ଛିନତାଇ । ଦିନ ଦ୍ୱିପହରେ ଜଣେ ମହିଳାଙ୍କ ବେକରୁ ଦୁର୍ବୃତ୍ତମାନେ ସୁନା ଚେନ ଝାମ୍ପି ନେଇଛନ୍ତି । ଏନେଇ ମହିଳା ଜଣଙ୍କ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଛନ୍ତି ।

ସୂଚନା ମୁତାବକ, ମହିଳା ଜଣକ ପୁରୁଣା ଭୁବନେଶ୍ୱର ସ୍ଥିତ ନିଜ ସମ୍ପର୍କିୟଙ୍କ ଘରୁ ନିଜ ଘରକୁ ଫେରିଥିଲେ । ତେବେ ନିଜ କାନଫୁଲ ନପାଇ ସେ ଘର ବାହାରେ ଖୋଜାଖୋଜି କରିଥିଲେ । ଏହି ସମୟରେ ୨ଜଣ ଦୁର୍ବୃତ୍ତ ବାଇକରେ ଆସି ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଥିବା ଅଭିଯୋଗ ହୋଇଛି । ଲୁଟ୍ ହୋଇଥିବା ସୁନା  ଚେନର ମୂଲ୍ୟ ୭୦ ହଜାର ଟଙ୍କା ହେବ ବୋଲି କୁଯାଉଛି । ଏହି ଘଟଣାରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ମହିଳା ଜଣକ ଜଣେ ସାମ୍ବାଦିକଙ୍କ ପତ୍ନୀ ବୋଲି ଜଣାପଡିଛି ।

The post ରାଜଧାନୀରେ ପୁଣି ଛିନତାଇ, ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍ appeared first on Odisha Reporter.



from Odisha Reporter https://ift.tt/3kRDoPE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages