ମହାପ୍ରଭୁଙ୍କୁ ସୁନା ଦାନ କରିବେ ଶ୍ରଦ୍ଧାଳୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 16, 2020

ମହାପ୍ରଭୁଙ୍କୁ ସୁନା ଦାନ କରିବେ ଶ୍ରଦ୍ଧାଳୁ

ପୁରୀ(ଓଡ଼ିଶା ରିପୋର୍ଟର): ମହାପ୍ରଭୁଙ୍କ ପାଇଁ ସୁନା ଦାନ କରିବେ ଜଣେ ଶ୍ରଦ୍ଧାଳୁ । ଶ୍ରୀଜିଉଙ୍କ ମସ୍ତକରେ ଶୋଭା ମଣ୍ଡିତ କରୁଥିବା ଚନ୍ଦ୍ର, ସୂର୍ଯ୍ୟ ଏବଂ ଅବକାଶ ସମୟରେ ବ୍ୟବହାର ହେଉଥିବା ସୁବର୍ଣ୍ଣ ପାତିଆ ଦାନ କରିବେ ଜଣେ ଜଗନ୍ନାଥ ପ୍ରେମୀ ।  ସେଥିପାଇଁ ଚନ୍ଦ୍ର ସୂର୍ଯ୍ୟର ମାପଚୂପ କରାଯାଇଛି ।

ପରିଚାଳନା କମିଟିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ସମାପନ ହୋଇଥିଲା । ଏକ ମାସ ଭିତରେ ଏହା ନୂତନ ଭାବେ ତିଆରି କରାଯିବ ଏବଂ ଏହି ସୁନା ପ୍ରାୟ ୩୦୦ରୁ ୪୦୦ ଗ୍ରାମ ଓଜନର ହେବ ବୋଲି ଜଣାଯାଇଛି ।

ସେହିପରି ଅନ୍ୟଜଣେ ଭକ୍ତ ପୂର୍ବରୁ ମହାପ୍ରଭୁଙ୍କ ଶ୍ରୀମୁଖ ପଦ୍ମ, ତଡକି, ଝୋବା କଣ୍ଠି ଏବଂ ବିଭିନ୍ନ ପ୍ରକାରର ମାଳା ତିଆରି କରି ଦାନ କରିବାର ପ୍ରତିଶ୍ରୁତି ଦେଇଛନ୍ତି ।

The post ମହାପ୍ରଭୁଙ୍କୁ ସୁନା ଦାନ କରିବେ ଶ୍ରଦ୍ଧାଳୁ appeared first on Odisha Reporter.



from Odisha Reporter https://ift.tt/38R4bcG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages