ମଝି ରାସ୍ତାରେ ହୁ ହୁ ହୋଇ ଜଳିଗଲା ଚଳନ୍ତା କାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 7, 2020

ମଝି ରାସ୍ତାରେ ହୁ ହୁ ହୋଇ ଜଳିଗଲା ଚଳନ୍ତା କାର

ବରଗଡ଼ (ଓଡ଼ିଶା ରିପୋର୍ଟର): ବରଗଡ଼ ଭଟଲି ଛକରେ ଚଳନ୍ତା କାରରେ ନିଆଁ ଲାଗିଯାଇଛି। ତେବେ ସୌଭାଗ୍ୟବଶତଃ କାରରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଗାଡ଼ି ଡ୍ରାଇଭର୍। ଖବରପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦମକଳବାହିନୀ ପହଞ୍ଚିବା ବେଳକୁ ଗାଡ଼ିଟି ଅଧାଅଧି ପୋଡ଼ି ଯାଇଥିଲା। ତେବେ କାର୍‌ରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ।

ସୂଚନାଯୋଗ୍ୟ,ଭଟଲି ଛକ ଦେଇ କାରରେ ଯାଉଥିବା ବେଳେ ହଠାତ୍ ଧୁଆଁ ବାହାରୁ ଥିବା ଡ୍ରାଇଭର୍ ଦେଖିବାକୁ ପାଇଥିଲେ। ତୁରନ୍ତ ଗାଡ଼ିରୁ ବାହାରି ଆସିବା କ୍ଷଣି ସେଥିରେ ନିଆଁ ଲାଗି ଯାଇଥିଲା। କିଛି ସମୟ ଭିତରେ ଦେଖୁ ଦେଖୁ କାରରେ ନିଆଁ ହୁତ୍ ହୁତ୍ ହୋଇ ଜଳିଯାଇଥିଲା।

The post ମଝି ରାସ୍ତାରେ ହୁ ହୁ ହୋଇ ଜଳିଗଲା ଚଳନ୍ତା କାର appeared first on Odisha Reporter.



from Odisha Reporter https://ift.tt/3eEq6Vh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages