ଥମୁନି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 16, 2020

ଥମୁନି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ରେ ପହଞ୍ଚି ଯାଇଛି।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ ଅଛନ୍ତି। ଜଗତସିଂହପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭୁବନେଶ୍ୱର, ଭଦ୍ରକ, ବରଗଡ଼, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

The post ଥମୁନି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/35CSfcz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages