ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 16, 2020

ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ । ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ତରଫରୁ ପ୍ରତିନିଧିତ୍ୱ କରିବେ ବିଜେପି ସାଂସଦ ଅପରାଜିତା । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।

The post ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ appeared first on Odisha Reporter.



from Odisha Reporter https://ift.tt/3f4LUJX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages